କୃଷି ଓ କୃଷକ କଲ୍ୟାଣ ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ କୃଷି ଏବଂ ଗ୍ରାମାଞ୍ଚଳର ବିକାଶ ପାଇଁ ରାଜ୍ୟକୁ ସମସ୍ତ ସମ୍ଭବ ସହାୟତା ଯୋଗାଇଦେବ – ଶ୍ରୀ ଶିବରାଜ ସିଂ ଚୌହାନ।
କୃଷି ଭବନରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହାନଙ୍କୁ ଭେଟିଛନ୍ତି
ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଏନ ଚନ୍ଦ୍ରବାବୁ ନାଇଡୁ ଆଜି ନୂଆଦିଲ୍ଲୀସ୍ଥିତ କୃଷି ଭବନରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହାନଙ୍କୁ ଭେଟିଛନ୍ତି । ଏହି ଅବସରରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଶ୍ରୀ ରାମ ମୋହନ ନାଇଡୁ ଏବଂ ଗ୍ରାମୀଣ ଉନ୍ନୟନ ଏବଂ ଯୋଗାଯୋଗ ରାଷ୍ଟ୍ରମନ୍ତ୍ରୀ ଡ. ଚନ୍ଦ୍ରଶେଖର ପେମସାନି ମଧ୍ୟ ଉପସ୍ଥିତ ଥିଲେ । ଏହି ବୈଠକରେ ଆନ୍ଧ୍ରପ୍ରଦେଶର କୃଷି, କୃଷକ କଲ୍ୟାଣ ଓ ଗ୍ରାମ୍ୟ ଉନ୍ନୟନ ବିଷୟରେ ଆଲୋଚନା ହୋଇଥିଲା
ବୈଠକ ରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହାନ କହିଛନ୍ତି ଯେ ଆନ୍ଧ୍ରପ୍ରଦେଶରେ କୃଷି
ବୈଠକ ରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହାନ କହିଛନ୍ତି ଯେ ଆନ୍ଧ୍ରପ୍ରଦେଶରେ କୃଷି, କୃଷକ କଲ୍ୟାଣ ଏବଂ ଗ୍ରାମାଞ୍ଚଳର ବିକାଶ ପାଇଁ ଏମଓଏଏଫଡବ୍ଲୁ ଏବଂ ଏମଓଆରଡି ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇଦେବ ମୁଖ୍ୟମନ୍ତ୍ରୀ ଶ୍ରୀ ନାଇଡୁ ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ଚୌହାନ କହିଛନ୍ତି ଯେ ଆନ୍ଧ୍ରପ୍ରଦେଶର କୃଷକ ଏବଂ ଗ୍ରାମୀଣ ଲୋକଙ୍କ କଲ୍ୟାଣ ଏବଂ ସଶକ୍ତୀକରଣ ପାଇଁ କେନ୍ଦ୍ର ସରକାର ଏବଂ ରାଜ୍ୟ ମିଳିତ ଭାବରେ କାର୍ଯ୍ୟ କରିବାକୁ ପ୍ରସ୍ତୁତ ଅଛନ୍ତି
ମୁଖ୍ୟମନ୍ତ୍ରୀ ଶ୍ରୀ ନାଇଡୁ ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ଚୌହାନ କହିଛନ୍ତି ଯେ ଆନ୍ଧ୍ରପ୍ରଦେଶର କୃଷକ ଏବଂ ଗ୍ରାମୀଣ ଲୋକଙ୍କ କଲ୍ୟାଣ ଏବଂ ସଶକ୍ତୀକରଣ ପାଇଁ କେନ୍ଦ୍ର ସରକାର ଏବଂ ରାଜ୍ୟ ମିଳିତ ଭାବରେ କାର୍ଯ୍ୟ କରିବାକୁ ପ୍ରସ୍ତୁତ ଅଛନ୍ତି ଅଧିକ ପଢନ୍ତୁ