୨୮ରୁ ୩୦ ତାରିଖ ମଧ୍ୟରେ ଉତ୍ତର ପଶ୍ଚିମ ଭାରତରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଭାରତୀୟ ପାଣିପାଗ ବିଭାଗ କହିଛି ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ଉତ୍ତର ଆରବ ସାଗରର ଅବଶିଷ୍ଟ ଅଂଶ
ଭାରତୀୟ ପାଣିପାଗ ବିଭାଗ କହିଛି ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ଉତ୍ତର ଆରବ ସାଗରର ଅବଶିଷ୍ଟ ଅଂଶ, ଗୁଜରାଟ, ମଧ୍ୟପ୍ରଦେଶ ଏବଂ ରାଜସ୍ଥାନର ଆଉ କିଛି ଅଂଶକୁ ଅଗ୍ରସର ହେବା ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ବିହାରର ଅବଶିଷ୍ଟ ଅଞ୍ଚଳ।
ଆସନ୍ତା ୩ରୁ ୪ ଦିନ ମଧ୍ୟରେ ମୌସୁମୀ ଉତ୍ତରପ୍ରଦେଶ
ଆସନ୍ତା ୩ରୁ ୪ ଦିନ ମଧ୍ୟରେ ମୌସୁମୀ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ହିମାଚଳ ପ୍ରଦେଶ, ଜମ୍ମୁ-କଶ୍ମୀର-ଲଦାଖ-ଗିଲଗିଟ୍-ବାଲ୍ଟିସ୍ତାନ-ମୁଜାଫରାବାଦ, ପଞ୍ଜାବର ଉତ୍ତର ଭାଗ ଏବଂ ହରିୟାଣାର ଉତ୍ତର ଭାଗରେ ପ୍ରବେଶ କରିବାର ସମ୍ଭାବନା ରହିଛି। ଅଧିକ ପଢନ୍ତୁ