ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି –
ସେ ଟ୍ୱିଟ୍ କରି ଲେଖିଛନ୍ତି, ମୋର ବନ୍ଧୁ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ମୁଁ ଗଭୀର ଚିନ୍ତିତ। ଏହି ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି। ରାଜନୀତି ଓ ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ। ତାଙ୍କ ଆଶୁ ଆରୋଗ୍ୟ କାମନା କରୁଛି।
ଆମର ସମବେଦନା ଓ ପ୍ରାର୍ଥନା ମୃତକଙ୍କ ପରିବାର, ଆହତ ଏବଂ ଆମେରିକୀୟ ଲୋକଙ୍କ ସହ ରହିଛି। ଅଧିକ ପଢନ୍ତୁ
Deeply concerned by the attack on my friend, former President Donald Trump. Strongly condemn the incident. Violence has no place in politics and democracies. Wish him speedy recovery.
— Narendra Modi (@narendramodi) July 14, 2024
Our thoughts and prayers are with the family of the deceased, those injured and the American…